ନଭେମ୍ବର ମାସରେ ବଦଳିଯିବ ଏହି ୫ଟି ରାଶିର ଭାଗ୍ୟ,ଘରେ ହେବ ଧନବର୍ଷା

ଏହି ଦୁର୍ଗାପୂଜା ପରେ ଏହି ୫ଟି ରାଶିର ଭାଗ୍ୟ ବଦଳିଯିବାକୁ ଯାଉଛି। ଆପଣଙ୍କ ଘରେ ଧନ ବର୍ଷା ହେବାକୁ ଯାଉଛି। ବ୍ୟବସାୟ ଏବଂ ଚାକିରୀ ରେ ଉନ୍ନତି ଘଟିବାକୁ ଯାଉଛି।ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଗୃହରେ ଶୁଭ କାର୍ଯ୍ୟର ଆୟୋଜନ ହୋଇ ପାରେ। ଧନ ଲାଭ ସହିତ ଅନେକ ଦାଇତ୍ଵ ବଢିଯିବ।  କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ।

ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ।  ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ।  ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ।

ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ କଷ୍ଟରୁ ମୁକ୍ତି ପାଇବେ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍।

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ କିନ୍ତୁ  ମନ ଭଲ ରହିବ ନାହିଁ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ତେବେ ଏହି ୫ଟି ଭାଗ୍ୟବାନ ରାଶି ହେଉଛନ୍ତି। ମେଷ,ବୃଷ,ମକର,ସିଂହ,ମୀନ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ ।ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ  ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ।

Leave a Reply

Your email address will not be published.