କୁମାର ପୂର୍ଣ୍ଣିମା , ଏହି ୫ ଟି ରାଶିର ବଦଳିଯିବ ଭାଗ୍ୟ। ମାଆ ଲକ୍ଷ୍ମୀ ଏବଂ ଶନି ଙ୍କ ମିଳିତ ସଂଯୋଗରେ ଏହି ୫ ଟି ରାଶି ଉପରେ ହେବ ଧନବର୍ଷା। ଏହି ପୂର୍ଣ୍ଣମୀ ରେ ଏହି ୫ଟି ରାଶିର ଭାଗ୍ୟ ବଦଳିବାକୁ ଯାଉଛି। ଜାଣନ୍ତୁ ଏହି ରାଶି ସହିତ କଣ ସବୁ ଘଟିବାକୁ ଯାଉଛି।ପୂର୍ଣ୍ଣିମା ପରଠାରୁ ଆପଣଙ୍କ ଭାଗ୍ୟ ଉଦୟ ହେବାକୁ ଯାଉଛି।ସାମାଜିକ ସ୍ଥିତି, ମାନସମ୍ମାନ ବୃଦ୍ଧିହେବ। ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଶକ୍ତି ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲହେବ।

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ବାତାବରଣ ଜାରି ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ।

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ କରି ପାରିବେ। ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧିହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।

ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ତେବେ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଏହି ୫ଟି ଭାଗ୍ୟଶାଳୀ ରାଶି ହେଉଛନ୍ତି, ମେଷ, ବୃଷ,ମକର,କୁମ୍ଭ,ମୀନ। ଶନିଦେଵ ଙ୍କ ଶୁଭ ଦୃଷ୍ଟି ଆପଣଙ୍କ ସହ ସବୁବେଳ ପାଇଁ ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ ।ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ।