ଦେବୀ ଲକ୍ଷ୍ମୀ ଧନର ଦେବୀ ଅଟନ୍ତି।ଦେବୀ ଲକ୍ଷ୍ମୀଙ୍କ କୃପାରୁ ଗରିବ ମଧ୍ୟ ଧନୀ ହୋଇଯାଏ ଏବଂ ଦେବୀ ଙ୍କ ଅଭିମାନରୁ କୋଟିପତି ମଧ୍ୟ ରାସ୍ତା କଡ଼ ଭିକାରୀ ହୋଇଯାଏ। ତେବେ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଏହି ରାଶି ମାନଙ୍କ ଉପରେ ମାତା ଲକ୍ଷ୍ମୀ ଧନବର୍ଷା କରିବାକୁ ଯାଉଛନ୍ତି। ଏହି ୫ଟି ରାଶିର ଭାଗ୍ୟରେ ବଡ଼ ପରିବର୍ତ୍ତନ ଘଟିବାକୁ ଯାଉଛି।ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସମସ୍ୟା ଦୂର ହୋଇ ସମ୍ମାନୀତ ହେବେ। ଜଣେ ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ଧର୍ମ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି।ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ।

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଛାତ୍ର ଛତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଦୂରଯାତ୍ରାକରି ବିଶେଷ ଲାଭାନ୍ୱିତ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ସମ୍ମାନୀତ ହେବେ। ପ୍ରେମ ପ୍ରସଙ୍ଗରେ ବନ୍ଧୁମାନେ ସହଯୋଗ କରିବେ।
ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମଚାରୀ ଓ ଶ୍ରମିକମାନେ ଉପରିସ୍ଥଙ୍କୁ ଆପଣାର କରି ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।
ଶତୃ ପରାଜିତ ହେବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଜାଗା, ଜମି, ଗୃହ ବାହାନ ଆଦି କ୍ରୟ ଓ ବିକ୍ରୟ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିଶ୍ରମଦ୍ୱାରା ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ତେବେ ଏହି ଭାଗ୍ୟଶାଳୀ ୫ଟି ରାଶି ହେଉଛନ୍ତି, ମେଷ,ମକର,କୁମ୍ଭ,କନ୍ୟା,ମୀନ। ଭକ୍ତିରେ ଲେଖନ୍ତୁ ଜୟ ମାଆ ଲକ୍ଷ୍ମୀ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ ।ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ।